Home ଓଡ଼ିଶା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଦିବସ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୧୭ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଲଷ୍ମୀପୁର :-> ଆଜି ବନ୍ଧୁଗାଁ ବ୍ଲକ ସ୍ଥିତ (OAV) ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଦିବସରେ ମାନ୍ୟବର ଲଷ୍ମୀପୁର ବିଧାୟକ ଶ୍ରୀଯୁକ୍ତ ପବିତ୍ର ସାଉଁନ୍ତା ମହୋଦୟ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ l ଏବଂ ସନ୍ମାନିୟ ଅତିଥି ଭାବେ କୋରାପୁଟ ଜିଲ୍ଲାପରିଷଦ ଅଧ୍ୟକ୍ଷା ଶ୍ରୀମତୀ ସଶ୍ମିତା ମେଲେକା ଏବଂ ବନ୍ଧୁଗାଁ ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ଲଷ୍ମୀ ମିନିଆକା ମହୋଦୟା ଉପସ୍ଥିତ ଥିଲେ l ପରିଶେଷରେ ବିଦ୍ୟାଳୟ ପକ୍ଷରୁ ଆୟୋଜନ କରାଯାଇଥିବା ନୃତ୍ୟ ଏବଂ ସଂଗୀତ ପରିବେଷଣରେ ଭାଗ ନେଇଥିବା କୃତ୍ରିତ୍ୱ ଛାତ୍ର ଛାତ୍ରୀଙ୍କୁ ମାନ୍ୟବର ଲଷ୍ମୀପୁର ବିଧାୟକ ପୁରସ୍କାର ପ୍ରଦାନ କରିବା ସହ ସେମାନଙ୍କ ଉଜ୍ବଳ ଭବିଷ୍ୟତ କାମନା କରିଥିଲେ l Categories: ଓଡ଼ିଶା, କୋରାପୁଟ, ହୋମ୍ Related Content କମ୍ପାନୀ ସେକ୍ରେଟାରିଜ୍ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍ଯାପିତ by Proprietor Abhimanyu Maharana September 9, 2026 54th National Convention of Company Secretaries concludes in Bhubaneswar by Proprietor Abhimanyu Maharana September 9, 2026 ଉଦ୍ୟାନ ବିଭାଗ ତରଫରୁ ଆଳୁ ବିହନ ବିତରଣର ଶୁଭାରମ୍ଭ : ଉତ୍ପାଦନ ବୃଦ୍ଧି ଉପରେ ଗୁରୁତ୍ୱ by Proprietor Abhimanyu Maharana September 9, 2026 ପୁରୀ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ସ୍ନାତକ ସମାରୋହରେ ଯୋଗଦେଲେ ରାଜ୍ୟପାଳ by Proprietor Abhimanyu Maharana September 8, 2026 ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ–୨୦୨୭ : ଯୁବପିଢ଼ିଙ୍କ ପାଇଁ ଜାତୀୟ ସ୍ତରରେ ନିଜ ପ୍ରତିଭା ପ୍ରଦର୍ଶନର ସୁଯୋଗ by Proprietor Abhimanyu Maharana September 8, 2026 ଜାତୀୟ ଅନସୁଚୀତ ଜନଜାତି ଆୟୋଗ ଙ୍କ ପୁରୀ ଜିଲ୍ଲା ଗସ୍ତ by Proprietor Abhimanyu Maharana September 8, 2026