Home ଓଡ଼ିଶା ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ଶୁଭଜନ୍ମ ଦିନ ଅବସରରେ : କୁନି କୁନି ପିଲା ମାନଙ୍କୁ ମିଷ୍ଟାନ ବଣ୍ଟନ କରାଜିଛି by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୧୭ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) କୋଣାର୍କ :-> ଭାରତର ଜସ୍ୱୋଷୀ ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ଶୁଭଜନ୍ମ ଦିନ ଅବସରରେ ସୁତନ ପଞ୍ଚାୟତର ସମସ୍ତ ଗ୍ରାମରେ ଥିବା ଅଙ୍ଗନୱାଡ଼ି କେନ୍ଦ୍ର ପ୍ରାଥମିକ ବିଦ୍ୟାଳୟ ଓ ଉଚ୍ଚ ବିଦ୍ୟାଳୟ ରେ ସୁତନ ପଞ୍ଚାୟତ ଭାରତିୟ ଜନତା ପାର୍ଟି ତରଫରୁ । କୁନି କୁନି ପିଲା ମାନଙ୍କୁ ମିଷ୍ଟାନ ବଣ୍ଟନ କରାଜିଛି ପିଲା ମାନଙ୍କୁ ଖାଦ୍ୟ ବାଣ୍ଟିଥିଲେ ପ୍ରଶାନ୍ତ ସାହୁ, ସଞ୍ଜୟ ବେହେରା, କୃଷ୍ଣଚଂଦ୍ର ବେହେରା, କବିତା ପ୍ରଧାନ, ବାସନ୍ତୀ ବେହେରା । Categories: ଓଡ଼ିଶା, ପୁରୀ, ହୋମ୍ Related Content ଆକାଶ ପଥରେ କାର୍ଯ୍ୟରତ ବିମାନ ଏବେ ସ୍ଥଳପଥରେ ଜନତାଙ୍କ ରେସ୍ତୋରାଁ by Proprietor Abhimanyu Maharana August 10, 2026 ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବୀରେ ପ୍ରଦେଶ ଯୁବ କଂଗ୍ରେସର ବିଶାଳ ଶୋଭାଯାତ୍ରା by Proprietor Abhimanyu Maharana August 9, 2026 ତ୍ରିରଙ୍ଗା ୧୪୦ କୋଟି ଭାରତୀୟଙ୍କ ସ୍ୱାଭିମାନ ଓ ଗୌରବର ପ୍ରତୀକ : ମୁଖ୍ୟମନ୍ତ୍ରୀ by Proprietor Abhimanyu Maharana August 9, 2026 169 ଜନଜାତି ଗୋଷ୍ଠୀ କୁ ST ମାନ୍ୟତା ଦାବୀ ଦୋହରାଇଲେ ନବୀନ ପଟ୍ଟନାୟକ by Proprietor Abhimanyu Maharana August 9, 2026 ଡାକ୍ତରଙ୍କ ଗାଡ଼ିରେ ଗଞ୍ଜେଇ ଚାଲାଣ ବେଳେ ଧରିଲା ପୋଲିସ by Proprietor Abhimanyu Maharana August 9, 2026 ସମୀକ୍ଷାର ବାର୍ଷିକ ଉତ୍ସବରେ ବାଲିପାଟଣା ପ୍ରେସ କ୍ଲବ ସମ୍ମାନିତ by Proprietor Abhimanyu Maharana August 9, 2026