ବାଲିଗୁଡା :-> କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକର ଝିରିପାଣି ପଞ୍ଚାୟତରେ ଝାଡ଼ାବାନ୍ତି ବ୍ୟାପଛି। ଝାଡ଼ାବାନ୍ତିରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ନେଇ ବିଭିନ୍ନ ଗଣ ମାଧ୍ୟମରେ ପ୍ରକାଶ ପାଇଥିଲା। ଆଜି ଉକ୍ତ ପଞ୍ଚାୟତରେ ଡାକ୍ତରୀ ଟିମ୍ ପହଞ୍ଚି ଥିଲା। ମାତ୍ର ଝାଡ଼ାବାନ୍ତିରେ ମାତ୍ର କିଛି ଲୋକ ଆକ୍ରାନ୍ତ ହୋଇଛନ୍ତି। ଦୁଇ ଜଣଙ୍କ ମୃତ୍ୟୁ ହୋଇଛି ମାତ୍ର କାରଣ ଅସ୍ପଷ୍ଟ ରହିଛି। ଗ୍ରାମରେ ପରିସ୍ଥିତି ନିୟନ୍ତ୍ରଣାଧୀନ ରହିଥିବା ଡାକ୍ତରୀ ଟିମ୍ କହିଛନ୍ତି । ଏ ନେଇ ବାଲିଗୁଡା ଉପଜିଲ୍ଲାପାଳ ଡା.ରୀନା ପ୍ରଧାନ କହିଛନ୍ତି ଯେ,
