ଭାରତୀୟ ବିଦ୍ୟା ନିକେତନ ପକ୍ଷରୁ ଗୀତାବହି ବଣ୍ଟନ

୧୮ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ )  ବେଗୁନିଆ  :->  ବେଗୁନିଆ ବ୍ଲକ ଅନ୍ତର୍ଗତ ପୋଡ଼ାଡିହ ସ୍ଥିତ ଭାରତୀୟ ବିଦ୍ୟା ନିକେତନ ପକ୍ଷରୁ ପବିତ୍ର ଭାଗବତ ପୂର୍ଣ୍ଣିମା ଅବସରରେ ଭାଗବତ ଗୀତା ବହି ଛାତ୍ରଛାତ୍ରୀଙ୍କୁ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି ।

ଏଥିରେ ପ୍ରତିଷ୍ଠାତା ସମ୍ପାଦକ ଶୁଭକାନ୍ତ ମହାପାତ୍ରଙ୍କ ତତ୍ଵାବଧାନରେ ପ୍ରତ୍ୟେକ ଛାତ୍ର ଛାତ୍ରୀମାନେ ସମାଜରେ ଶୃଙ୍ଖଳିତ ଜୀବନଚର୍ଯ୍ୟା ଓ ପିତାମାତା ଗୁରୁଙ୍କୁ ସମ୍ମାନ କରିବା ସହ ଭଗବତଙ୍କ କାର୍ଯ୍ୟରେ ଉଦବୁଦ୍ଧ ହେବା ପାଇଁ ପରାମର୍ଶ ଦେଇଥିଲେ । କାର୍ଯ୍ୟକ୍ରମକୁ ଆଚାର୍ଯ୍ୟା ଓ କର୍ମଚାରୀ ମାନେ ଉପସ୍ଥିତ ରହି ପରିଚାଳନା କରିଥିଲେ ।

Exit mobile version