
୧୯ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲୁଗାଁ :-> ଚିଲିକା ବ୍ଲକ ଅନ୍ତର୍ଗତ ଆଙ୍କୁଲା ପଞ୍ଚାୟତ ଅଧୀନ ପଞ୍ଚୁପଲ୍ଲୀ ସୋମନାଥ ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ବିଦ୍ୟାଳୟ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି l ଏହି ଅବସରରେ ମୁଖ୍ୟ ଅତିଥି ଭାବେ ପୂର୍ବତନ ବିଧାୟକ ଡାକ୍ତର ବିଭୁତି ଭୂଷଣ ହରିଚନ୍ଦନ, ସମ୍ମାନିତ ଅତିଥି ଭାବେ ପ୍ରାକ୍ତନ ଏ.ବି.ଇ.ଓ. ବୈକୁଣ୍ଠ ନାଥ ପାଇକରାୟ,

