୨୦ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପାରଳାଖେମୁଣ୍ଡି :-> ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଆଜି ସ୍ଵଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ ହେଇଯାଇଛି l ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶଙ୍କ ପ୍ରତ୍ୟେକ ତତ୍ତ୍ବାବଧାନ ରେ ଏହି କାଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରାଜେନ୍ଦ୍ର ମିଞ୍ଜ, ମୁଖ୍ୟ ଉନ୍ନୟନ ଅଧିକାରୀ ଡ଼.ଗୁଣନିଧି ନାୟକ, ଉପଜିଲାପାଳ ଶ୍ରୀ ଅନୁପ ପଣ୍ଡା ଓ ସମସ୍ତ କାର୍ଯ୍ୟାଳୟ ର ସମସ୍ତ ଅଧିକାରୀ ଓ କର୍ମଚାରୀ ଯୋଗ ଦେଇ ଜିଲ୍ଲାପାଳ କାର୍ଯ୍ୟାଳୟ ପରିସରରେ ଥିବା ସମସ୍ତ ଅଫିସ ଗୁଡିକୁ ଝାଡୁ କରିବା ସହ ସଫl କରିଥିଲେ l

