୨୦ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଚାନ୍ଦପୁର :-> ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ବ୍ଲକ ପାରି ଓରଡ଼ ଗ୍ରାମରେ ପାଗଳ ମାଙ୍କଡ଼ ଆତଙ୍କ।ପାଦରେ ଚାଲି ଚାଲି ଯାଉଥିବା ବ୍ୟକ୍ତିଙ୍କୁ ଆକ୍ରମଣ କଲା ମାଙ୍କଡ଼. ମାଙ୍କଡ଼ ଆକ୍ରମଣରେ ବୃଦ୍ଧଙ୍କର କାନ ଛିଣ୍ଡିଲା । ଗୁରୁତର ଅବସ୍ଥାରେ ବୃଦ୍ଧ ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି ।

