୨୦ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଆର,ଉଦୟଗିରି :-> ଶୁଣ୍ଡୁରୁବl କଲ୍ୟାଣ ବିଭାଗ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ବିଶ୍ୱ ପ୍ରାଥମିକ ଚିକିତ୍ସା ପାଳିତ ହୋଇଯାଇଛି l ଏ ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ଜିଲ୍ଲା ରେଡ଼କ୍ରସ ଅଧିକାରୀ ଶ୍ରୀ ସଂଜୀବ କୁମାର ଦାସ ଯୋଗ ଦେଇ ପ୍ରାଥମିକ ଚିକିତ୍ସା ସମ୍ପର୍କରେ ଡେମୋ ଦେଖାଇ ଶିକ୍ଷା ଦାନ ଦେଇଥିଲେ l
