୨୧ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପୁରୀ :-> ସରକାରଙ୍କ ୧୦୦ ଦିନ ପୂର୍ତ୍ତି ଅବସରରେ ୧୯ ସେପ୍ଟେମ୍ବର ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ବାରା ଅର୍ବାନ ହାଟ ଠାରେ ଉଦଘାଟିତ ହୋଇଥିଲା ବିକାଶ ମେଳା।ଓରମାସ ପକ୍ଷରୁ ଆୟୋଜିତ ଏହି ମେଳାରେ ବିଭିନ୍ନ ବିଭାଗ ଓ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ର ୭୦ ଟି ଷ୍ଟଲ ଲାଗିଛି ।ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀଙ୍କ ସହ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା,ଆଇନ,ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ ଏହି ବିକାଶ ମେଳା କୁ ପରିଦର୍ଶନ କରି ଥିଲେ ।

