୨୧ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) କନ୍ଧମାଳ ଜିଲ୍ଲା :-> ରାଇକିଆ ଆରଏମସି ପରିସର ରେ ଭାଜପା ଜିଲ୍ଲା ସମବାୟ ପ୍ରକୋଷ୍ଠ ତରଫରୁ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମ ରେ କନ୍ଧମାଳ ଏମପି ସୁକାନ୍ତ ପାଣିଗ୍ରାହୀ ଯୋଗ ଦେଇ ଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ଭାଜପା ସମବାୟ ପ୍ରକୋଷ୍ଠ ରାଜ୍ୟ ସଂଯୋଜକ ଶ୍ରୀରଂଜନ ମଙ୍ଗରାଜ, ଜିଲ୍ଲା ସଭାପତି ଜଗନ୍ନାଥ ସାହୁ,

