
୨୧ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) କୋଣାର୍କ :-> ବିଶ୍ବପ୍ରସିଦ୍ଧ ପର୍ଯ୍ୟଟନ କେନ୍ଦ୍ର କୋଣାର୍କ ସ୍ଥ ଚନ୍ଦ୍ରଭାଗା ଠାରେ ଶନିବାର ଅନ୍ତର୍ଜାତୀୟ ବେଳାଭୂମି ସଫେଇ ଦିବସ ମହାସମାରୋହରେ ପାଳିତ ହୋଇ ଯାଇଛି। ଓଡ଼ିଶା ପଲୁସନ୍ ବୋର୍ଡ, ପରିବେଶ ମନ୍ତ୍ରଣାଳୟ, ଓ ପୁରୀ ଜିଲ୍ଲା ଶିକ୍ଷ୍ୟା ବିଭାଗର ମିଳିତ ସହଯୋଗରେ ଆୟୋଜିତ ଏହି କାର୍ଯ୍ୟକ୍ରମ କୁ ଅବସର ପ୍ରାପ୍ତ ପ୍ରାଧ୍ୟାପକ ଶରତ ଚନ୍ଦ୍ର ପ୍ରଧାନ ମୂଖ୍ୟ ଅତିଥି ଭାବେ ଯୋଗଦେଇ ଉଦ୍ଘାଟନ କରିଥିଲେ ।

