ମୋହନା ବ୍ଲକରେ ମହାତ୍ମା ଗାନ୍ଧୀ ନିଶ୍ଚିତ କର୍ମ ଯୋଜନା ମାଧ୍ୟମରେ ଜନ ଶୁଣାଣି ଶିବିର ଅନୁଷ୍ଠିତ

କନିଷ୍ଟ ଯନ୍ତ୍ରୀ, ସମସ୍ତ ବିଭାଗର ଅଧିକାରୀ, ସରପଞ୍ଚ, ସମିତି ସଭ୍ୟ/ସଭ୍ୟ, ଜନ ପ୍ରତିନିଧି, ବିଭାଗୀୟ ଅଧିକାରୀ ମାନଙ୍କ ଉପସ୍ଥିତିରେ ମହାତ୍ମା ଗାନ୍ଧୀ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ମାଧ୍ୟମରେ ହୋଇଥିବା କାର୍ଯ୍ୟ ଗୁଡିକର ସମୀକ୍ଷା କରିଥିଲେ। ଏହି ଦୁର୍ଗମ ଅଞ୍ଚଳରେ ବିଭାଗ ଦ୍ଵାରା ଯୋଜନା ର ସୁଫଳ ଲୋକେ ପାଇଥିବା ଜଣାପଡିଛି l
Related Content
ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା
by
Proprietor Abhimanyu Maharana
October 3, 2026
ବିଶ୍ୱନାଥ ପଟ୍ଟନାୟକ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ ପାଳିତ
by
Proprietor Abhimanyu Maharana
October 3, 2026
ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ : ଗାନ୍ଧୀଙ୍କ ଅହିଂସା ଓ ଶାସ୍ତ୍ରୀଙ୍କ ସରଳତାର ବାର୍ତ୍ତା ନେଇ ସହର ପରିକ୍ରମା କଲେ ଛାତ୍ରଛାତ୍ରୀ
by
Proprietor Abhimanyu Maharana
October 2, 2026
ବିରାଗୁଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ : ରାମଧୁନ୍ରେ ମୁଖରିତ ହେଲା ଗାଁ, ଦେଶସେବାର ଶପଥ ନେଲେ ଛାତ୍ରଛାତ୍ରୀ
by
Proprietor Abhimanyu Maharana
October 2, 2026
ପାରଳାଖେମୁଣ୍ଡି ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀ ଓ ଶାନ୍ତିଦୂତ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଜିଲ୍ଲାସ୍ତରୀୟ ଜୟନ୍ତୀ ପାଳିତ
by
Proprietor Abhimanyu Maharana
October 2, 2026
ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ (ବୈଷୟିକ) ଗୁରବୀର ସିଂ ଙ୍କ ଅବସର ଗ୍ରହଣ
by
Proprietor Abhimanyu Maharana
October 2, 2026