୨୧ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଆର,ଉଦୟଗିରି :-> ଗଜପତି ଜିଲ୍ଲା ମୋହନା ଶିଶୁ ବିକାଶ ବିଭାଗ ପକ୍ଷରୁ ସ୍ଥାନୀୟ ବିଜୁ କଲ୍ୟାଣ ମଣ୍ଡପ ଠାରେ ପୋଷଣ ମାହ ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ମୋହନା ବିଧାୟକ ଦାଶରଥି ଗମାଙ୍ଗ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶିଶୁ ବିକାଶ ବିଭାଗ ଯେଉଁ କାର୍ଯ୍ୟକ୍ରମ କରୁଛି,

