୨୧ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ଗତ ସେପ୍ଟେମ୍ବର ୧୫ ତାରିଖ ମଧ୍ୟ ରାତ୍ରୀରେ ଭୁବନେଶ୍ୱର ସ୍ଥିତ ଭରତପୁର ଥାନାରେ ଜଣେ ସେନାଧିକାରୀ ଏବଂ ତାଙ୍କ ବାନ୍ଧବୀଙ୍କୁ ହୋଇଥିବା ଅସହ୍ୟ ଅତ୍ୟାଚାର ଓ ଅନ୍ୟାୟ ବିରୋଧରେ ବିଜୁ ମହିଳା ଜନତା ଦଳ ପକ୍ଷରୁ ରାଜଭବନ ସମ୍ମୁଖରେ ଏକ ବିକ୍ଷୋଭ ସଭା ଅନୁଷ୍ଠିତ ହୋଇଥିଲା ।

