ଓଡିଶା ତାଜା ନ୍ୟୁଜ୍ (୧୬ ଅଗଷ୍ଟ ରବିବାର) ପାରଳଖେମୁଣ୍ଡି :- ଗଜପତିରେ ପୁଣି ୭୧ ଟି କରୋନା ପଜିଟିଭ ଚିହ୍ନଟ ସୂଚନା ଦେଲେ ଗଜପତି ଜିଲ୍ଲାପାଳ ଅନୁପମ ସାହା । ଚିହ୍ନଟଙ୍କ ମଧ୍ୟରୁ ଗୋଶାଣୀରୁ ୭ଜଣ , ଗୁମ୍ମା ବ୍ଳକରୁ ୩ଜଣ,ପାରଳା ପୌରପରିଷଦରୁ ୨୦ଜଣ, କାଶୀ ନଗର ବ୍ଳକରୁ ୬, ଆର ଉଦୟଗିରି ବ୍ଲକରୁ ୧୭ ଜଣ ମୋହନା ବ୍ଳକରୁ ୪ଜଣ, ନୂଆଗଡ଼ ବ୍ଳକରୁ ୧୦ ଜଣ, ରାୟଗଡ ବ୍ଳକରୁ ୪ ଜଣ ଚିହ୍ନଟ ହୋଇଛନ୍ତି । ପଜିଟିଭ ଚିହ୍ନଟ ହେବା ପରେ ସେମାନଙ୍କ ମଧ୍ୟରୁ କିଛି ଜଣଙ୍କୁ ହୋମ ଆଶୋଲେସନ ଓ କୋଭିଡ ହସ୍ପିଟାଲକୁ ପଠାଇ ଦିଆଯାଇଛି ବୋଲି ଗଜପତି ଜିଲ୍ଲାପାଳ ଅନୁପମ ସାହା ଗଣମାଧ୍ୟମ କୁ ସୂଚନା ଦେଇଛନ୍ତି ( ରିପୋର୍ଟ -ଗରୁଡ଼ ଧ୍ଵଜ ଚୌଧୁରୀ )
ଗଜପତି ଜିଲ୍ଲାରୁ ପୁଣି ୭୧ କୋରାନା ପଜିଟିଭ୍ ଚିହ୍ନଟ

- Categories: Uncategorized, ଓଡ଼ିଶା, କରୋନା, ହୋମ୍
Related Content
ୟୁକେର ୫୦ ଶ୍ରେଷ୍ଠ ଆକାଂକ୍ଷୀ ବ୍ୟବସାୟୀଙ୍କ ତାଲିକାରେ ଓଡ଼ିଆ ଉଦ୍ୟୋଗୀ ଅରୁଣ କର
by
Proprietor Abhimanyu Maharana
October 9, 2026
ମାଲକାନଗିରିରେ ଜୋଶ୍ ଦଳର ଜିଲ୍ଲାସ୍ତରୀୟ ଶୁଭାରମ୍ଭ; ଯକ୍ଷ୍ମା ମୁକ୍ତ ପଞ୍ଚାୟତର ସରପଞ୍ଚମାନେ ସମ୍ମାନିତ
by
Proprietor Abhimanyu Maharana
October 9, 2026
SIRକୁ ବିରୋଧକରି ନିର୍ବାଚନ କମିଶନର ଜ୍ଞାନେସ କୁମାରଙ୍କ ଇସ୍ତଫା ଦାବିରେ କନ୍ଧମାଳ କଂଗ୍ରେସର ସଫଳତାର ସହ ୧୨ ଘଣ୍ଟିଆ ବନ୍ଦ ପାଳନ
by
Proprietor Abhimanyu Maharana
October 9, 2026
ବାଘଡଙ୍ଗେରି ଆଶ୍ରମ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ - ୨୦୨୬ଅନୁଷ୍ଠିତ
by
Proprietor Abhimanyu Maharana
October 8, 2026
ସ୍ମାର୍ଟ କ୍ଲାସ୍ରୁମ୍ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ
by
Proprietor Abhimanyu Maharana
October 8, 2026
୪୬ ବର୍ଷ ପରେ ବାଲିଗୁଡ଼ା ଆଦିବାସୀ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ : ପ୍ରଥମଥର ପାଇଁ ଭୋଟ ଦେବେ ଛାତ୍ରଛାତ୍ରୀ
by
Proprietor Abhimanyu Maharana
October 8, 2026