ଓଡିଶା ତାଜା ନ୍ୟୁଜ୍ (୧୬ ଅଗଷ୍ଟ ରବିବାର) :- ରାଷ୍ଟ୍ରପତି ଭବନରେ ପ୍ରଥମ ଥର ପାଇଁ ୩ ଜଣ ପୋଲିସ କୁଣିଆ ହୋଇଛନ୍ତି । ଉଲ୍ଲେଖନୀୟ କାର୍ଯ୍ୟ ଲାଗି ସେମାନଙ୍କୁ ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ପକ୍ଷରୁ ଶନିବାର ଆୟୋଜିତ ହୋଇଥିବା ‘ଆଟ୍ ହୋମ୍ ରିସେପଶନ୍’ରେ ଯୋଗଦେବା ପାଇଁ ନିୟନ୍ତ୍ରିତ କରାଯାଇଥିଲା। ସେମାନେ ହେଉଛନ୍ତି ସବ୍ ଇନସ୍ପେକ୍ଟର ସୁନୀତା ମାନ୍, ହେଡ୍ କନଷ୍ଟେବଳ ମନିଶ୍ କୁମାର ଏବଂ ହେଡ୍ କନଷ୍ଟେବଳ ଜିତେନ୍ଦ୍ର।
ରାଷ୍ଟ୍ରପତି ଭବନରେ ଏକ ଐତିହାସିକ ଘଟଣା ଘଟିଛି

- Categories: Uncategorized, ଦେଶ, ହୋମ୍
Related Content
ୟୁକେର ୫୦ ଶ୍ରେଷ୍ଠ ଆକାଂକ୍ଷୀ ବ୍ୟବସାୟୀଙ୍କ ତାଲିକାରେ ଓଡ଼ିଆ ଉଦ୍ୟୋଗୀ ଅରୁଣ କର
by
Proprietor Abhimanyu Maharana
October 9, 2026
ମାଲକାନଗିରିରେ ଜୋଶ୍ ଦଳର ଜିଲ୍ଲାସ୍ତରୀୟ ଶୁଭାରମ୍ଭ; ଯକ୍ଷ୍ମା ମୁକ୍ତ ପଞ୍ଚାୟତର ସରପଞ୍ଚମାନେ ସମ୍ମାନିତ
by
Proprietor Abhimanyu Maharana
October 9, 2026
SIRକୁ ବିରୋଧକରି ନିର୍ବାଚନ କମିଶନର ଜ୍ଞାନେସ କୁମାରଙ୍କ ଇସ୍ତଫା ଦାବିରେ କନ୍ଧମାଳ କଂଗ୍ରେସର ସଫଳତାର ସହ ୧୨ ଘଣ୍ଟିଆ ବନ୍ଦ ପାଳନ
by
Proprietor Abhimanyu Maharana
October 9, 2026
ବାଘଡଙ୍ଗେରି ଆଶ୍ରମ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ - ୨୦୨୬ଅନୁଷ୍ଠିତ
by
Proprietor Abhimanyu Maharana
October 8, 2026
ସ୍ମାର୍ଟ କ୍ଲାସ୍ରୁମ୍ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ
by
Proprietor Abhimanyu Maharana
October 8, 2026
୪୬ ବର୍ଷ ପରେ ବାଲିଗୁଡ଼ା ଆଦିବାସୀ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ : ପ୍ରଥମଥର ପାଇଁ ଭୋଟ ଦେବେ ଛାତ୍ରଛାତ୍ରୀ
by
Proprietor Abhimanyu Maharana
October 8, 2026