୨୨ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୂଆଗାଁ :-> ନୟାଗଡ ଜିଲ୍ଲା ନୂଆଗାଁ ଥାନା ୫୭ ନଂ ଜାତୀୟ ରାଜପଥ ଲୁଣିସରା ଠାରେ ଇନୋଭା ସହିତ ଅଟୋ ଗାଡି ଧକ୍କା ହେବା ଫଳରେ ଅଟୋ ଚାଳକ ଙ୍କ ମୃତ୍ୟୁ ହୋଇଥିବା ଜଣା ପଡ଼ିଛି । ସୂଚନା ଥାଉକି ଅପରାହ୍ନ ୪ ଟା ସମୟରେ ଭୂବନେଶ୍ୱର ରୁ ଏକ ଇନୋଭା ଗାଡି( ଓଡ଼ି- ୦୨- ବି ଡବ୍ଲୁ- ୧୭୨୭ )ଭୁବନେଶ୍ୱର ରୁ ଫୁଲବାଣୀ ଯାଉଥିବା ବେଳେ ଦଶପଲ୍ଲା ରୁ ନୟାଗଡ ଅଭିମୁଖେ ଯାଉଥିବା ଏକ ଅଟୋ( ଓଡ଼ି -୨୫ ସି -୪୦୦୨ ) ଲୁଣିସରା ନିକଟରେ ଉଭୟ ଗାଡି ମୁହାମୁହିଁ ହୋଇଥିଲେ ।

