
୨୩ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପୁରୀ :-> ପୁରୀ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଆଜି ନିମାପଡା ବ୍ଲକ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ଏଥିରେ ଆବାସ ଯୋଜନା ପାଇଁ ଆବେଦନ ବ୍ୟତୀତ ୩୩ ଗୋଟି ଅଭିଯୋଗ ମିଳିଥିଲା । ତନ୍ମଧ୍ୟରୁ ୭ ଗୋଟିର ତୁରନ୍ତ ସମାଧାନ କରାଯାଇଥିଲା ।

