
୨୩ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୂଆଗାଁ :-> ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଶିକ୍ଷା କାର୍ଯ୍ୟାଳୟ ଅଧୀନରେ ଥିବା ଜନଶକ୍ତି ସରକାରୀ ଉଚ୍ଚ ବିଦ୍ୟାଳୟ, ଚାହାଳି ଠାରେ ନୟାଗଡ ଜିଲ୍ଲା ବିଦ୍ୟାଳୟ ସମୂହ କ୍ରୀଡ଼ା ସଂଗଠନ ତରଫରୁ ଜିଲ୍ଲା ସ୍ତରୀୟ ବ୍ୟାଡ ମିଣ୍ଟନ, ଚେସ,ଯୋଗ ମନୋନୟନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି।ଜିଲ୍ଲା ଶିକ୍ଷା ଅଧିକାରୀ ତଥା ଜିଲ୍ଲା ବିଦ୍ୟାଳୟ ସମୂହ କ୍ରୀଡା ସଂଗଠନ ର ସଭାପତି ରାଜଶ୍ରୀ ପଟ୍ଟନାୟକ ଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ
