୨୫ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଚ଼ିଲିକା :-> ଚ଼ିଲିକା ନିର୍ବାଚ଼ନ ମଣ୍ଡଳୀ ସ୍ଥିତ କୁମାରଙ୍ଗ ପଞ୍ଚାୟତ ଅନ୍ତର୍ଗତ ଦୁଲ୍ଲଣୀ ଶାସନ ଗ୍ରାମରେ ଭାରତୀୟ ଜନତା ପାର୍ଟିର ବୁଥ୍ ସ୍ତରୀୟ ସଦସ୍ୟତା ଅଭିଯାନ ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ମୁଖ୍ୟ ଅତିଥି ଭାବେ ଓଡ଼ିଶା ସରକାରଙ୍କ ମାନ୍ୟବର ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ,

