Home ଓଡ଼ିଶା ବିଧବା ଓ ଭିନ୍ନକ୍ଷମ ମାନଙ୍କୁ ଭତ୍ତା ବାଣ୍ଟିଲେ – ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୨୬ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନିମାପଡ଼ା :-> ବୁଧବାର ଅପରାହ୍ନରେ ନିମାପଡ଼ା ବ୍ଲକ ର ବିଜୁପଟ୍ଟନାୟକ ସଭାଗୃହ ରେ ବିଧବା ଓ ଭିନ୍ନକ୍ଷମ ମାନଙ୍କୁ ନୂତନ ଭତ୍ତା ବଣ୍ଟନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଯୋଗଦେଇ ୨୮୬ ହିତାଧିକାରୀ ମାନଙ୍କୁ ନୂତନ ଭତ୍ତା ବାଣ୍ଟିବା ସହିତ ଭିନ୍ନକ୍ଷମ ମାନଙ୍କୁ ଟ୍ରାଏ ସାଇକେଲ୍ ଓ ଶ୍ରବଣ ଯନ୍ତ୍ର ପ୍ରଦାନ କରିଥିଲେ । ଆଗକୁ ଆହୁରି ବିଧବା ଓ ଭିନ୍ନକ୍ଷମ ଭତ୍ତା ବଣ୍ଟନ କରାଯିବ ବୋଲି ସେ କହିଛନ୍ତି । ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ ବ୍ଲକ ଅଧ୍ୟକ୍ଷ ଶଙ୍କର ଭୋଇ, ବିଡ଼ିଓ ଅଭିଜିତ ଷଡଙ୍ଗୀ, ସରପଞ୍ଚ ଦେବାଶିଷ ଆଚାର୍ଯ୍ୟ,ଅଜୟ ସ୍ଵାଇଁ ଓ ସାମାଜିକ ସୁରକ୍ଷା ଅଧିକାରୀ ଶୁଭ୍ରାଂଶୁ ଶେଖର ମହାରଣା ପ୍ରମୁଖ ଉପସ୍ଥିତ ଥିଲେ । Categories: ଓଡ଼ିଶା, ଖୋର୍ଦ୍ଧା, ହୋମ୍ Related Content ଫୁଲବାଣୀରେ ଦୁର୍ଗାପୂଜା ପାଇଁ ପ୍ରଶାସନର କଡ଼ା ପ୍ରସ୍ତୁତି ଡିଜେ ବାଜିବା ମନା, ସବୁ ମଣ୍ଡପରେ ଲାଗିବ ସିସିଟିଭି by Proprietor Abhimanyu Maharana October 15, 2026 ‘ମୁଁ କାହିଁକି ପ୍ରାର୍ଥୀ’ ମଞ୍ଚରେ ଛାତ୍ରନେତାଙ୍କ ଭିଜନ୍; ୮ ପଦବି ପାଇଁ ୩୧ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ଭୋଟର୍ by Proprietor Abhimanyu Maharana October 15, 2026 ମାକରଚୁଆଁ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ by Proprietor Abhimanyu Maharana October 14, 2026 ହିଆଁଲ କ୍ଳଷ୍ଟର ସ୍ତରୀୟ ସୁରଭି ଉଦଯାପିତ by Proprietor Abhimanyu Maharana October 14, 2026 ଭୁବନେଶ୍ୱରରେ ଡ ନୃସିଂହାନନ୍ଦ ମହାପାତ୍ରଙ୍କ ପୁସ୍ତକ ଉନ୍ମୋଚନ ଓ ସମ୍ବର୍ଦ୍ଧନା by Proprietor Abhimanyu Maharana October 14, 2026 ଛତିଶା ନିଯୋଗ ବୈଠକରେ କାର୍ତ୍ତିକ ମାସ ନୀତି ନିର୍ଘଣ୍ଟ ଚୁଡାନ୍ତ by Proprietor Abhimanyu Maharana October 14, 2026