୨୭ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୂଆଗାଁ :-> ନୂଆଗାଁ ବ୍ଲକ୍ ଶିକ୍ଷା କାର୍ଯ୍ୟାଳୟ ଅଧୀନରେ ଥିବା ନୂଆଗାଁ ଉଚ୍ଚ ବିଦ୍ୟାଳୟ ରେ ବ୍ଲକ୍ ସ୍ତରୀୟ ସ୍ଵଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବ୍ଲକ୍ ଶିକ୍ଷା ଅଧିକାରୀ ପ୍ରଶାନ୍ତ କୁମାର ସାହୁ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଶିକ୍ଷଣ ପ୍ରତିଷ୍ଠାନ ରାଜସୁନାଖଳା ଶିକ୍ଷକ ପ୍ରଶିକ୍ଷକ ଦୀପକ ବେହେରା ଯୋଗଦେଇ ସ୍ଵଚ୍ଛତା କଣ,ସ୍ଵଚ୍ଛତା ର ଅର୍ଥ ଛାତ୍ର ଛାତ୍ରୀ ଙ୍କୁ କହିଥିଲେ । ସମ୍ମାନୀତ ଅତିଥି ଭାବେ ଅତିରିକ୍ତ ବ୍ଲକ୍ ଶିକ୍ଷା ଅଧିକାରୀ କବିତା ଦାଶ,

