Home ଓଡ଼ିଶା ଦୃତୀୟ ଦିନରେ ପହଞ୍ଚିଲା ଗଜପତିରେ ର୍ନସିଂ ଅଫିସରଙ୍କ ସମ୍ପୂର୍ଣ କାର୍ଯ୍ୟ ବନ୍ଦ ଆନ୍ଦୋଳନ, ସ୍ୱାସ୍ଥ୍ୟସେବା ପ୍ରଭାବିତ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୨୯ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପାରଳାଖେମୁଣ୍ଡି :-> ଗଜପତି ଜିଲ୍ଲାର ସଦର ମହକୁମା ପାରଳାଖେମୁଣ୍ଡି ସହରରେ ଥିବା ଜିଲ୍ଲାସ୍ତରୀୟ ସରକାରୀ ମୁଖ୍ୟ ଡାକ୍ତରଖାନା ସମେତ ସମଗ୍ର ଜିଲ୍ଲାରେ ଥିବା ସମସ୍ତ ସରକାରୀ ଡାକ୍ତରଖାନରେ ର୍ନସିଂ ଅଫିସରମାନେ ସମ୍ପୂର୍ଣ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଆଜି ୨ ୟ ଦିନରେ ପହଞ୍ଚିଛି.ଏନେଇ ସମଗ୍ର ଜିଲ୍ଲାରେ ସ୍ୱାସ୍ଥ୍ୟସେବା ବିଶେଷ ଭାବେ ପ୍ରଭାବିତ ହୋଇଛି. ପାରଳାଖେମୁଣ୍ଡି ଠାରେ ଥିବା ଜିଲ୍ଲା ସ୍ତରୀୟ ଡାକ୍ତରଖାନା ପରିସରରେ ଗଜପତି ଜିଲ୍ଲା ର୍ନସିଂ ଅଫିସର ସଂଘର ସଭାନେତ୍ରୀ ଅର୍ଣ୍ଣପୂର୍ଣ୍ଣା ଚାନ୍ଦ, ସନ୍ଧ୍ୟାରାଣୀ ଦେଇ, ଅନିତା ପାତ୍ରଙ୍କ ନେତୃତ୍ୱରେ ସମଗ୍ର ଗଜପତି ଜିଲ୍ଲାର ର୍ନସିଂ ଅଫିସରମାନେ ପାରଳାଖେମୁଣ୍ଡି ପହଞ୍ଚି ଜିଲ୍ଲାସ୍ତରୀୟ ମୁଖ୍ୟ ଡାକ୍ତରଖାନା ପରିସରରେ ଏକତ୍ରିତ ଭାବେ ଧାରଣାରେ ବସିଛନ୍ତି . ସମ୍ପୂର୍ଣ ଦାବି ପୂରଣ ନ ହେବା ପର୍ଯ୍ୟନ୍ତ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଚାଲୁ ରହିବ ବୋଲି ଏମାନେ ଜଣାଇଛନ୍ତି . Categories: ଓଡ଼ିଶା, ଗଜପତି, ହୋମ୍ Related Content ନୟାଗଡ ଜିଲ୍ଲା, ଆନ୍ତର୍ଜାତିକ ବୟସ୍କ ବ୍ୟକ୍ତିଙ୍କ ଦିବସ -୨୦୨୬ ପାଳିତ by Proprietor Abhimanyu Maharana October 2, 2026 ସମର୍ପଣ ବୃଦ୍ଧାଶ୍ରମରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ତରଫରୁ ଆନ୍ତର୍ଜାତୀୟ ବୟସ୍କ ବ୍ଯକ୍ତି ଦିବସ ପାଳିତ by Proprietor Abhimanyu Maharana October 2, 2026 ମହାନଦୀ ଜଳ ବିବାଦ ସମାଧାନ ପାଇଁ ଦିଲ୍ଲୀରେ ବୈଠକ ପ୍ରସଙ୍ଗ by Proprietor Abhimanyu Maharana October 2, 2026 ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ by Proprietor Abhimanyu Maharana October 2, 2026 କବି ଗୋଦାବରୀଶ ମହାପାତ୍ର ଙ୍କ ରାଜ୍ୟ ସ୍ତରୀୟ ଜୟନ୍ତୀ by Proprietor Abhimanyu Maharana October 2, 2026 ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ by Proprietor Abhimanyu Maharana October 2, 2026