୨୯ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପାରଳାଖେମୁଣ୍ଡି :-> ପାରଳାଖେମୁଣ୍ଡି ପୋଲିସ କୁ ମିଳିଛି ବଡ଼ ସଫଳତା ଧରା ପଡିଲା ବାଇକ ଲୁଟେରା ୧୯ ଟି ନାମୀଦାମୀ ବାଇକ ଜବତ କରିବା ସହ ଆନ୍ତଃ ରାଜ୍ୟ ବାଇକ ଲୁଟେରା ଜଣକୁ ଗିରଫ କରିଥିବା ନେଇ ଆଜି ପାରଳାଖେମୁଣ୍ଡି ଆଦର୍ଶ ଥାନା ପକ୍ଷରୁ ଥାନା ପରିସରରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଗଜପତି ଜିଲ୍ଲା ପୋଲିସର ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ସୁନୀଲ କୁମାର ମହାନ୍ତି ସୂଚନା ଦେଇଛନ୍ତି l ତାଙ୍କର ସୂଚନା ଅନୁଯାୟୀ ଗଜପତି ଜିଲ୍ଲାର ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଫରେଷ୍ଟ ଗେଟ ଛକ ନିକଟରେ ପାରଳାଖେମୁଣ୍ଡି ପୋଲିସ ଟିମ ଏସ ଆଇ ଲକ୍ଷ୍ମଣ ବେଶରାଙ୍କ ନେତୃତ୍ୱ ରେ ପୋଲିସ କର୍ମଚାରୀ ମାନେ

