ଭାରସାମ୍ୟ ହରାଇ ମୋଟର ସାଇକେଲ ଦୁର୍ଘଟଣା ଗ୍ରସ୍ତ : ଚାଳକ ମୃତ

ଖବରପାଇ ବାଲିଗୁଡ଼ା ପୋଲିସ୍ ଘଟଣା ସ୍ଥଳରେ ପହଁଚି ମୋଟର ସାଇକେଲ ଚାଳକକୁ ଉଦ୍ଧାର କରି ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟକୁ ନେଇଥିଲେ । ସେଠାରେ ଡାକ୍ତର ମୋଟର ସାଇକେଲ ଚାଳକଙ୍କୁ ମୃତ ଘୋଷଣା କରିଥିବା ଜଣାପଡ଼ିଛି । ମୃତକ ଜଣକ କ.ନୁଆଗାଁ ଥାନା ଗସାନାଜୁ ଗ୍ରାମର ମାଧବ ମଲ୍ଲିକ ହୋଇଥିବା ସୂଚନା ମିଳିଛି । ଦୁର୍ଘଟଣାଗ୍ରସ୍ତ ମୋଟର ସାଇକେଲ ଜବତ କରି ତଦନ୍ତ ଜାରି ରଖିଛି ପୋଲିସ୍ ।
Related Content
ମା' ଜାଗୁଳାଇ ରାମଲୀଳା ସମିତି ମିର୍ଜାଇପୁର ପକ୍ଷରୁ ରାମଲୀଳା ଅନୁଷ୍ଠିତ
by
Proprietor Abhimanyu Maharana
June 18, 2026
କଟକ ସଦର ବିଧାୟକଙ୍କ ଦ୍ୱାରା ବରିଷ୍ଠ କଳାକାର ସର୍ବେଶ୍ୱର ମିଶ୍ର ସମ୍ବର୍ଦ୍ଧିତ
by
Proprietor Abhimanyu Maharana
June 18, 2026
ଚତୁର୍ଥ ବସୁମତି ସ୍ନାନ ବା ଠାକୁରାଣୀ ବୁଡ଼ ପାଳନ
by
Proprietor Abhimanyu Maharana
June 18, 2026
ରଜ ଉପଲକ୍ଷେ ତାସ ଟୁର୍ଣ୍ଣାମେଣ୍ଟ
by
Proprietor Abhimanyu Maharana
June 18, 2026
ବିଭିନ୍ନ ଅଂଚଳ ରୁ ଆସି ଫ୍ଲାଟରେ ଏକାଠି ରହୁଥିବା ଅନ୍ତେବାସୀ ଙ୍କ ମହିଳାମାନେ ଉତ୍ସାହ ଉଦ୍ଦୀପନା ମଧ୍ୟରେ ପାଳିଲେ ରଜ ମହୋତ୍ସବ
by
Proprietor Abhimanyu Maharana
June 18, 2026
କାଶୀନଗର ବ୍ଲକ ଅନ୍ତର୍ଗତ ବୁଦୂରା ଗ୍ରାମ ଠାରେ କୋଠ ଗୃହ ର ଶୁଭ ଉଦଘାଟନ କଲେ ବିଧାୟକ ରୂପେଶ ପାଣିଗ୍ରାହୀ
by
Proprietor Abhimanyu Maharana
June 18, 2026