ଓଡିଶା ତାଜା ନ୍ୟୁଜ୍ (୧୭ ଅଗଷ୍ଟ ସୋମବାର) ଭୁବନେଶ୍ୱର :- ରାଜ୍ୟ ର ଗ୍ରାମ୍ୟ ଉନ୍ନୟନ, ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ମନ୍ତ୍ରୀ ଶ୍ରୀ ସୁଶାନ୍ତ ସିଂହ କରୋନା ଭୂତାଣୁରେ ସଂକ୍ରମିତ ହୋଇଛନ୍ତି ବୋଲି ନିଜେ ପ୍ରକାଶ କରିଛନ୍ତି । ବର୍ତ୍ତମାନ ପରିସ୍ଥିତିରେ ମନ୍ତ୍ରୀ ଶ୍ରୀ ସିଂହ ହୋମ୍ କ୍ୱାରାଣ୍ଟାଇନ୍ରେ ଅଛନ୍ତି । ପ୍ରକାଶଥାଉ କି, ମନ୍ତ୍ରୀ ଶ୍ରୀ ସିଂହ ବର୍ତ୍ତମାନ ସମ୍ପୂର୍ଣ୍ଣ ସୁସ୍ଥ ଅଛନ୍ତି । ବିଗତ ଦିନ ମାନଙ୍କରେ ଯେଉଁମାନେ ମନ୍ତ୍ରୀଙ୍କ ସଂସ୍ପର୍ଶରେ ଆସିଛନ୍ତି ସେମାନେ କରୋନା ପରୀକ୍ଷା କରିବା ସହିତ ସଂଗରୋଧ ହୋଇ ରହିବାକୁ ମନ୍ତ୍ରୀ ଶ୍ରୀ ସିଂହ ଅନୁରୋଧ କରିଛନ୍ତି ।
ଗ୍ରାମ୍ୟ ଉନ୍ନୟନ, ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ମନ୍ତ୍ରୀ ସୁଶାନ୍ତ ସିଂହ ଙ୍କୁ କରୋନା

- Categories: Uncategorized, ଓଡ଼ିଶା, ହୋମ୍
Related Content
ୟୁକେର ୫୦ ଶ୍ରେଷ୍ଠ ଆକାଂକ୍ଷୀ ବ୍ୟବସାୟୀଙ୍କ ତାଲିକାରେ ଓଡ଼ିଆ ଉଦ୍ୟୋଗୀ ଅରୁଣ କର
by
Proprietor Abhimanyu Maharana
October 9, 2026
ମାଲକାନଗିରିରେ ଜୋଶ୍ ଦଳର ଜିଲ୍ଲାସ୍ତରୀୟ ଶୁଭାରମ୍ଭ; ଯକ୍ଷ୍ମା ମୁକ୍ତ ପଞ୍ଚାୟତର ସରପଞ୍ଚମାନେ ସମ୍ମାନିତ
by
Proprietor Abhimanyu Maharana
October 9, 2026
SIRକୁ ବିରୋଧକରି ନିର୍ବାଚନ କମିଶନର ଜ୍ଞାନେସ କୁମାରଙ୍କ ଇସ୍ତଫା ଦାବିରେ କନ୍ଧମାଳ କଂଗ୍ରେସର ସଫଳତାର ସହ ୧୨ ଘଣ୍ଟିଆ ବନ୍ଦ ପାଳନ
by
Proprietor Abhimanyu Maharana
October 9, 2026
ବାଘଡଙ୍ଗେରି ଆଶ୍ରମ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ - ୨୦୨୬ଅନୁଷ୍ଠିତ
by
Proprietor Abhimanyu Maharana
October 8, 2026
ସ୍ମାର୍ଟ କ୍ଲାସ୍ରୁମ୍ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ
by
Proprietor Abhimanyu Maharana
October 8, 2026
୪୬ ବର୍ଷ ପରେ ବାଲିଗୁଡ଼ା ଆଦିବାସୀ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ : ପ୍ରଥମଥର ପାଇଁ ଭୋଟ ଦେବେ ଛାତ୍ରଛାତ୍ରୀ
by
Proprietor Abhimanyu Maharana
October 8, 2026