Home ଓଡ଼ିଶା ପାରଳାଖେମୁଣ୍ଡି ଠାରେ ଓଡ଼ିଶା ଆଉଟ ସୋର୍ସିଙ୍ଗ କର୍ମଚାରୀ ମହାସଂଘ ଗଜପତି ଶାଖା ପକ୍ଷରୁ ସାଧାରଣ ବୈଠକ ଓ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୩୦ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପାରଳାଖେମୁଣ୍ଡି :-> ଓଡ଼ିଶା ଆଉଟ ସୋର୍ସିଙ୍ଗ କର୍ମଚାରୀ ମହାସଂଘ ଗଜପତି ଶାଖା ପକ୍ଷରୁ ସାଧାରଣ ବୈଠକ ଓ ସାମ୍ବାଦିକ ସମ୍ମିଳନୀ ! ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ବିଶ୍ୱନାଥ କଲ୍ୟାଣ ମଣ୍ଡପ କନଫେରେନ୍ସ ହଲ ଠାରେ ଓଡ଼ିଶା ସରକାରୀ ଆଉଟ ସୋର୍ସିଙ୍ଗ କର୍ମଚାରୀ ମହାସଂଘ ଗଜପତି ଶାଖାର ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇ ଯାଇଛି । ଗଜପତି ଶାଖାର ସଭାପତି ରାଜୀବ କୁମାର ପାଢୀଙ୍କ ନେତୃତ୍ୱରେ ଏକ ସାଧାରଣ ବୈଠକ ଅନୁଷ୍ଠିତ ହୋଇଥିଲା । ଗଣମାଧ୍ୟମ ଜରିଆରେ ନୂତନ ସରକାରଙ୍କୁ ନିବେଦନ କରି ସୂଚନା ଦେଇ କହିଛନ୍ତି ଯେ ଛଟେଇ ହୋଇ ଥିବା ଆଉଟ ସୋର୍ସିଙ୍ଗଙ୍କୁ ପୁନଃ ନିଯୁକ୍ତି ଦିଆଯାଉ । ସମସ୍ତଙ୍କୁ ସ୍ଥାୟୀ ନିଯୁକ୍ତି ଦିଆଯାଉ, ଦିନିକିଆ ୱଜେସ ଉଛେଦ କରି ମାସିକିଆ ୱଜେସ କରାଯାଉ । ଏହି କାର୍ଯ୍ୟକ୍ରମରେ ଆଉଟ ସୋର୍ସିଙ୍ଗ ଗଜପତି ଶାଖାର ସମ୍ପାଦକ ପଙ୍କଜ କୁମାର ପଟ୍ଟନାୟକ, କୈଳାସ ଚନ୍ଦ୍ର ରାଉତଙ୍କ ସମେତ ବିଭିନ୍ନ ବିଭାଗର ଆଉଟ ସୋର୍ସିଙ୍ଗ କର୍ମଚାରୀ ମାନେ ଉପସ୍ଥିତ ଥିଲେ । Categories: ଓଡ଼ିଶା, ଗଜପତି, ହୋମ୍ Related Content ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା by Proprietor Abhimanyu Maharana October 3, 2026 ବିଶ୍ୱନାଥ ପଟ୍ଟନାୟକ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ ପାଳିତ by Proprietor Abhimanyu Maharana October 3, 2026 ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ : ଗାନ୍ଧୀଙ୍କ ଅହିଂସା ଓ ଶାସ୍ତ୍ରୀଙ୍କ ସରଳତାର ବାର୍ତ୍ତା ନେଇ ସହର ପରିକ୍ରମା କଲେ ଛାତ୍ରଛାତ୍ରୀ by Proprietor Abhimanyu Maharana October 2, 2026 ବିରାଗୁଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ : ରାମଧୁନ୍ରେ ମୁଖରିତ ହେଲା ଗାଁ, ଦେଶସେବାର ଶପଥ ନେଲେ ଛାତ୍ରଛାତ୍ରୀ by Proprietor Abhimanyu Maharana October 2, 2026 ପାରଳାଖେମୁଣ୍ଡି ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀ ଓ ଶାନ୍ତିଦୂତ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଜିଲ୍ଲାସ୍ତରୀୟ ଜୟନ୍ତୀ ପାଳିତ by Proprietor Abhimanyu Maharana October 2, 2026 ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ (ବୈଷୟିକ) ଗୁରବୀର ସିଂ ଙ୍କ ଅବସର ଗ୍ରହଣ by Proprietor Abhimanyu Maharana October 2, 2026