୨ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଖୋର୍ଦ୍ଧା-ଜଟଣୀ :-> ଖୋର୍ଦ୍ଧାରୋଡ଼ ମଣ୍ଡଳ ୧ ଅକ୍ଟୋବରରୁ ୧୫ ଅକ୍ଟୋବର ୨୦୨୪ ପର୍ଯ୍ୟନ୍ତ “ସ୍ଵଚ୍ଛତା ପଖୱାଡା” ପାଳନ କରୁଛି। ଯାହାର ଲକ୍ଷ୍ୟ ହେଉଛି, ଦେଶକୁ ପରିଷ୍କାର – ପରିଛନ୍ନ ରଖିବା ସହ ମହାତ୍ମା ଗାନ୍ଧୀଜୀଙ୍କର ସ୍ୱଚ୍ଛ ତଥା ବିକଶିତ ଭାରତର ସ୍ୱପ୍ନକୁ ପୂରଣ କରିବା ପାଇଁ ସାଧାରଣ ଜନତାଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା।ସ୍ୱଚ୍ଛତା ପଖୱାଡା ସ୍ୱଚ୍ଛତା ଶପଥ ସହିତ ଆରମ୍ଭ ହୋଇଥିଲା ଖୋର୍ଦ୍ଧାରୋଡ଼ ମଣ୍ଡଳ ରେଳ ପ୍ରବନ୍ଧକ, ଶ୍ରୀ ଏଚ୍.ଏସ. ବାଜୱା,

