୨ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୟାଗଡ଼ :-> ଲାଠିପଡାସ୍ଥିତ ମଡେଲ ଡିଗ୍ରୀ କଲେଜର ଯୁବ ରେଡକ୍ରସ୍ ଓ ଜାତୀୟ ସେବା ଯୋଜନା ଆନୁକୁଲ୍ୟରେ ଏକ ନିଃଶୁଳ୍କ ବ୍ଳଡ ଗ୍ରୁପିଂ ପରୀକ୍ଷା କାର୍ଯ୍ୟକ୍ରମ ମହାବିଦ୍ୟାଳୟର ଅଧ୍ୟକ୍ଷ ଡକ୍ଟର ମାନସ ରଞ୍ଜନ ଶତପଥୀଙ୍କ ପୈ।ରୋହିତ୍ୟରେ ଅନୁଷ୍ଠିତ ହୋଇଯାଇଅଛି। କଲେଜ ପରିଚାଳନା ସମିତି ସଭାପତି ପଞ୍ଚାନନ ଡାକୁଆଙ୍କ ଦ୍ଵାରା ଉଦଘାଟିତ ହୋଇଥିବା ଏହି ଶିବିରରେ ପବିତ୍ର କୁମାର ବେହେରା ଏବଂ ସନାତନ ବେହେରା ଉପସ୍ଥିତ ଥିଲେ।

