Home ଓଡ଼ିଶା ଜାଗ୍ରୃତିକା ପକ୍ଷରୁ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୨ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଚିଲିକା :-> ନାଚୁଣୀ ସ୍ଥିତ ସାହିତ୍ୟ, ସାଂସ୍କୃତିକ ଓ ସାମାଜିକ ସଂସ୍ଥା ଜାଗ୍ରୃତିକା ପକ୍ଷରୁ ସ୍ଥାନୀୟ ବ୍ରୃଷଭ ଛକ ଠାରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ ହୋଇଯାଇଛି। ପ୍ରାରମ୍ଭରେ ଗାନ୍ଧୀ ଓ ଶାସ୍ତ୍ରୀ ଙ୍କ ସୁସଜ୍ଜିତ ଫଟୋ ରେ ପୁଷ୍ପ ମାଲ୍ୟ ପ୍ରଦାନ କରାଯାଇଥିଲା। ଜାଗ୍ରୃତିକା ର ଉପଦେଷ୍ଟା ପ୍ରାକ୍ତନ ଏ ବି ଡି ଓ କାଳୁ ଚରଣ ସାମନ୍ତରାୟ ଏହି ଉପଲକ୍ଷେ ଆୟୋଜିତ ସାଧାରଣ ସଭାରେ ଅଧ୍ୟକ୍ଷତା କରିଥିଵା ବେଳେ ଜାଗ୍ରୃତିକା ର ସଭାପତି ପ୍ରଫେସର ଗଙ୍ଗାଧର ପ୍ରଧାନ, ସମ୍ପାଦକ ବିରଞ୍ଚି ନାରାୟଣ ପ୍ରସାଦ ନାୟକ, ନାଟ୍ୟକାର ଭିକାରୀ ଚରଣ ପ୍ରଧାନ, ସାଇ ସଙ୍ଗଠନ ର କର୍ମକର୍ତ୍ତା ଶ଼ରତ କୁମାର ପାତ୍ର , ଶିକ୍ଷକ ଦୁର୍ଯୋଧନ ପ୍ରଧାନ, ଯୁଵଜ୍ୟୋତି ହାଇସ୍କୁଲ, କୁମାଣ୍ଡୋଳ ର ପ୍ରଧାନ ଶିକ୍ଷକ ଆଶିଷ କୁମାର ପତି, ପ୍ରଧାନ ଶିକ୍ଷକ ପ୍ରମୋଦ କୁମାର ପଣ୍ଡା, ପ୍ରଭାତ କୁମାର ସୁନ୍ଦରାୟ, ପ୍ରାକ୍ତନ ପ୍ରଧାନ ଶିକ୍ଷକ ପଠାଣି ବଳବନ୍ତରାୟ ପ୍ରମୁଖ ଗାନ୍ଧୀ ଓ ଲାଲ୍ ବାହାଦୁର ଙ୍କ ଜୀଵନାଦର୍ଶ ଉପରେ ଉଦ୍ ଵୋଧନ ଦେଇଥିଲେ। ଏହାପରେ ଗାନ୍ଧୀ ଓ ଶାସ୍ତ୍ରୀ ଙ୍କ ଉପରେ ଆଧାରିତ ଏକ ମନୋଜ୍ଞ କବିତା ପାଠୋତ୍ସବ ଅନୁଷ୍ଠିତ ହୋଇଥିଲା। ପରିଶେଷରେ ପ୍ରଭାତ କୁମାର ସୁନ୍ଦରାୟ ଧନ୍ୟବାଦ ପ୍ରଦାନ କରିଥିଲେ। Categories: ଓଡ଼ିଶା, ଖୋର୍ଦ୍ଧା, ହୋମ୍ Related Content ମାକରଚୁଆଁ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ by Proprietor Abhimanyu Maharana October 14, 2026 ହିଆଁଲ କ୍ଳଷ୍ଟର ସ୍ତରୀୟ ସୁରଭି ଉଦଯାପିତ by Proprietor Abhimanyu Maharana October 14, 2026 ଭୁବନେଶ୍ୱରରେ ଡ ନୃସିଂହାନନ୍ଦ ମହାପାତ୍ରଙ୍କ ପୁସ୍ତକ ଉନ୍ମୋଚନ ଓ ସମ୍ବର୍ଦ୍ଧନା by Proprietor Abhimanyu Maharana October 14, 2026 ଛତିଶା ନିଯୋଗ ବୈଠକରେ କାର୍ତ୍ତିକ ମାସ ନୀତି ନିର୍ଘଣ୍ଟ ଚୁଡାନ୍ତ by Proprietor Abhimanyu Maharana October 14, 2026 ସତ୍ୟବାଦୀ ବ୍ଲକ ଅଧକ୍ଷ ଙ୍କ କାର୍ଯ୍ୟାଳୟ ଭଙ୍ଗାରୁଜା, ବିଜେଡି ର ଧାରଣା by Proprietor Abhimanyu Maharana October 14, 2026 ଦିଲ୍ଲୀରେ ପିତୃ ମହୋତ୍ସବ ଆୟୋଜନ by Proprietor Abhimanyu Maharana October 14, 2026