୨ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୂଆଗାଁ :-> ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଶିକ୍ଷା କାର୍ଯ୍ୟାଳୟ ରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।ବ୍ଲକ୍ ଶିକ୍ଷା ଅଧିକାରୀ ପ୍ରଶାନ୍ତ କୁମାର ସାହୁ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଅତିରିକ୍ତ ବ୍ଲକ୍ ଶିକ୍ଷା ଅଧିକାରୀ ଜ୍ୟୋତ୍ସ୍ନାରାଣୀ ସେଠୀ, କବିତା ଦାସ,ନୂଆଗାଁ ହାଇସ୍କୁଲ୍ ପ୍ରଧାନ ଶିକ୍ଷକ ଭୀମସେନ ଦାସ, ପ୍ରାଥମିକ ଶିକ୍ଷକ ସଂଘ ସଭାପତି ସୀମାଞ୍ଚଳ ସେନାପତି ,ସମ୍ପାଦକ ସୁରେଶ ଚନ୍ଦ୍ର ମହାପାତ୍ର,ଉପ ସଭାପତି ପୁରୋଷୋତ୍ତମ ଜାନୀ,
