
୦୩ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଜଗତସିଂହପୁର :-> ଜଗତସିଂହପୁର ଜିଲ୍ଲା ବିରିଡି ବ୍ଲକ ବିଜେଡି ପକ୍ଷରୁ ଗୁରୁବାର ଜନସମ୍ପର୍କ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି l ତିର୍ତୋଲ ବିଧାୟକ ଡ଼ଃ ରମାକାନ୍ତ ଭୋଇ ଙ୍କ ନେତୃତ୍ୱ ରେ ଅନୁଷ୍ଠିତ ପଦଯାତ୍ରାରେ ପୂର୍ବତନ ସାଂସଦ ଡା ରାଜଶ୍ରୀ ମଲ୍ଲିକ, ଜିଲ୍ଲା ବିଜେଡି ସଭାପତି ରବିନାରାୟଣ ଜେନା, ବ୍ଲକ ବିଜେଡି ସଭାପତି ରବୀନ୍ଦ୍ର ରାଉଳ, ବ୍ଲକ ଅଧ୍ୟକ୍ଷା ମମତା ପାତ୍ର, ଜିଲ୍ଲାପରିଷଦ ସଭ୍ୟ ଚନ୍ଦ୍ର ଶେଖର ଦାଶ ସଭ୍ୟା ଦୀପ୍ତି ମୟୀ ରାୟ, ଯୁବ ନେତା ଦେବୀପ୍ରସାଦ ତ୍ରିପାଠୀ, ନେତ୍ରାନନ୍ଦ ପାତ୍ର, ବିଭୁଦତ୍ତ ସାହୁ,

