ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ୨ ବାଣିଜ୍ୟ ରେଜଲ୍ଟ ।

ଓଡିଶା ତାଜା ନ୍ୟୁଜ୍ (୧୮ ଅଗଷ୍ଟ ମଙ୍ଗଳବାର ) ଭୁବନେଶ୍ୱର :- ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ୨ ବାଣିଜ୍ୟ ରେଜଲ୍ଟ । ଏହି ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ । ପୂର୍ବାହ୍ନ ୧୧ଟା ୩୦ରେ ଫଳାଫଳ ପ୍ରକାଶ ପାଇବ ।

Exit mobile version