୦୫ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ଲାଠିପଡାସ୍ଥିତ ମଡେଲ ଡିଗ୍ରୀ କଲେଜଠାରେ କଳା ସମାଜ ଆନୁକୁଲ୍ୟରେ ଗାନ୍ଧୀଜୀଙ୍କ ଚିନ୍ତାଧାରାକୁ ନେଇ ଏକ ଆଲୋଚନାଚକ୍ର ଅଧ୍ୟକ୍ଷ ଡକ୍ଟର ମାନସ ରଞ୍ଜନ ଶତପଥୀଙ୍କ ପୈ।ରୋହିତ୍ୟରେ ଅନୁଷ୍ଠିତ ହୋଇଯାଇଅଛି । ପ୍ରଖ୍ୟାତ ସାହିତ୍ୟିକ ତଥା ଗାନ୍ଧୀ ଆଲୋଚକ ଡକ୍ଟର ବିଜୟ କୁମାର ଚୈ।ଧୁରୀ ଯୋଗ ଦେଇ ‘ଗାନ୍ଧୀ ବିଚାର;ସମକାଳ ପ୍ରାସଙ୍ଗିକତା’ ଉପରେ ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ ।

