
୦୫ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଖପ୍ରାଖୋଲ :-> ବଲାଙ୍ଗୀର ଜିଲ୍ଲା ଖପ୍ରାଖୋଲ ବ୍ଲକ କୃଷି ବିଭାଗ କାର୍ଯ୍ୟାଳୟ ପରିସରରେ ବ୍ଲକ୍ ବୈଷୟିକ କମିଟି ର ବୈଠକ ଶନିବାର କମିଟି ଆବାହକ ବ୍ଲକ୍ କୃଷି ଅଧିକାରୀ ସନ୍ତୋଷ କୁମାର ମେହେର ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ବୈଠକ ରେ ବିଡିଓ ବିବେକାନନ୍ଦ ଷଡ଼ଙ୍ଗୀ,ତହସିଲଦାର ଆଦିତ୍ୟ ପ୍ରସାଦ ମିଶ୍ର, ସହକାରୀ ଉଦ୍ୟାନ କୃଷି ଅଧିକାରୀ ଜିନିତା ବରୁଆ,

