ଓଡ଼ିଶାରେ ୯,୫୮,୯୨୯ ଟି ନମୁନା ପରୀକ୍ଷା କରାଯାଇଛି । ,୬୨,୨୯୪ ଜଣ ପଜିଟିଭ୍‌ ଚିହ୍ନଟ,୪୩,୭୭୯ ଜଣ, ୩୫୩ ଜଣ ମୃତ୍ୟୁ ।

ଓଡିଶା ତାଜା ନ୍ୟୁଜ୍ (୧୮ ଅଗଷ୍ଟ ମଙ୍ଗଳବାର ) ଭୁବନେଶ୍ୱର   : ସର୍ବଶେଷ ସ୍ୱାସ୍ଥ୍ୟ ସୂଚନା – ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୯,୫୮,୯୨୯ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି । ବର୍ତ୍ତମାନ ସୁଦ୍ଧା ସମୁଦାୟ ୬୨,୨୯୪ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ୪୩,୭୭୯ ଜଣ ରୋଗୀ ସଂ ପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି ।

( ଆଜିର ସୁସ୍ଥ ସଂଖ୍ୟା-୧୫୦୩) ୩୫୩ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି । ସକି୍ରୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୧୮,୧୦୯ ରହିଛି । ୧୯,୬୧୨ ଜଣ ହସ୍‌ ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି ।

Exit mobile version