୦୮ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡା :-> ସମଗ୍ର କନ୍ଧମାଳ ଜିଲ୍ଲାର ଦଶହରା ବଜାରରେ ଘୁରିବୁଲୁଛି ନକଲି ନୋଟ ଏହା ମଧ୍ୟରେ ସାମ୍ନାକୁ ଆସିଛି ନକଲି ନୋଟ କାରବାର ଖବର। ପାର୍ବଣକୁ ଟାର୍ଗେଟ କରିଛନ୍ତି, ନୋଟ ମାଫିଆ। ସମଗ୍ର କନ୍ଧମାଳ ଜିଲ୍ଲାର ଦଶହରା ମାର୍କେଟରେ କୋଟି କୋଟି ଟଙ୍କା ଛାଡିବାକୁ କଟକ ରୁ ଆସି କନ୍ଧମାଳ ଜିଲ୍ଲାର ପ୍ରତ୍ୟେକ ଅଞ୍ଚଳରେ ସେମାନେ ଯୋଜନା ଚଳାଇବା ସହ ଦଶହରାକୁ ଆସିଥିବା ଛୋଟ ଛୋଟ ଉଠା ଦୋକାନୀ ଙ୍କୁ ଟାର୍ଗେଟରେ ରଖିଥିବା ବିଷୟ ଶୁଣିବାକୁ ମିଳିଛି।

