କେନାଲରେ ବୁଡି ନାବାଳକ ମୃତ

ବାପା ରସାନନ୍ଦ ଘଟଣା ସ୍ଥଳରେ ପହଞ୍ଚି ଗାଁ ଲୋକଙ୍କ ସହାୟତାରେ ଖୋଜା ଖୋଜି କରି ନ ପାଇବାରୁ ଦମକଳ ବାହିନୀ ଏବଂ ଖଜୁରୀପଡ଼ା ପୋଲିସକୁ ଅଭିଯୋଗ କରିଥିଲା । ଅଭିଯୋଗ ପାଇ ଘଟଣା ସ୍ଥଳରେ ଦମକଳ ବାହିନୀ ଏବଂ ପୋଲିସ ବାହିନୀ ପହଞ୍ଚି ମୃତ ଶରୀର ଉଦ୍ଧାର କରିଛି । ଏ ନେଇ ଖଜୁରୀପଡ଼ା ଥାନାରେ ୨୪/୨୪ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଛି ଏବଂ ଶବ ବ୍ୟବଚ୍ଛେଦ ପାଇଁ ଫୁଲବାଣୀ ପଠାଇ ଦିଆଯାଇଥିବା ସବଇନ୍ସସ୍ପେକ୍ଟର ଦିନ ବନ୍ଧୁ ପ୍ରଧାନ ସୂଚନା ଦେଇଛନ୍ତି ।
Related Content
ମହିଳାଙ୍କୁ ଅଶ୍ଳୀଳ ଇଙ୍ଗିତ, ଦୁର୍ଷ୍କମ ଉଦ୍ୟମ ସହ ସୁନା କାନଫୁଲ ଚୋରୀ ଅଭିଯୋଗ, ଯୁବକ ଗିରଫ
by
Proprietor Abhimanyu Maharana
July 29, 2026
ଉପଖଣ୍ଡ ସ୍ତରୀୟ ମୋବାଇଲ ଫେରସ୍ତ ମେଳା
by
Proprietor Abhimanyu Maharana
July 29, 2026
ରାଜ୍ୟରେ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ସମ୍ପୂର୍ଣ୍ଣ ସଜାଗ ରାଜ୍ୟସରକାର
by
Proprietor Abhimanyu Maharana
July 29, 2026
ନୀଳକନ୍ଦରରେ ନିଳାଦ୍ରିନାଥ ଭକ୍ତ ପାଇଲେ ନୀଳାଚଳ ଅବଢା
by
Proprietor Abhimanyu Maharana
July 29, 2026
ଇଣ୍ଡିଆନ୍ ଆଇଡଲ୍ ବିଜେତା ଜ୍ୟୋତିର୍ମୟୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ ୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା
by
Proprietor Abhimanyu Maharana
July 29, 2026