Home ଓଡ଼ିଶା ବାଙ୍କୀ ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନ ପକ୍ଷରୁ ଗୋପବନ୍ଧୁଙ୍କ ଜୟନ୍ତୀରେ ସୁଆଣ୍ଡୋ ଠାରେ ଗୋପବନ୍ଧୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୦୯ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଙ୍କୀ :-> ବାଙ୍କୀ ପୂଜ୍ୟପୂଜା ସୁରକ୍ଷା ଅଭିଯାନ ପକ୍ଷରୁ ଆଜି ପୂଣ୍ୟଶ୍ଳୋକ ଗୋପବନ୍ଧୁ ଦାଶଙ୍କ ଜନ୍ମ ଜୟନ୍ତୀରେ ବାଙ୍କୀ ପୂଜ୍ୟପୂଜା ଅନୁଷ୍ଠାନର ଏକ ପ୍ରତିନିଧି ଦଳ ସୁଆଣ୍ଡୋ ଗ୍ରସ୍ତ କରି ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧା ସୁମନ ଜ୍ଞପନ କରିବା ସହିତ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଅନଷ୍ଠାନର ସଭାପତି ସୁନୀଲ୍ ମିଶ୍ର, ସଂଯୋଜକ ପ୍ରାଧ୍ୟାପକ ମନୋଜ କୁମାର ମହାପାତ୍ର, କବି କୌଶିକ ନାୟକ, ଧନେଶ୍ୱର ବଳିୟାର ସିଂହ, ରବିନ୍ଦ୍ର କୁମାର ରଣା, ସୁଶାନ୍ତ ଦଳେଇ, ବିନୋଦ ବିହାରୀ ସ୍ୱାଇଁ, ସଂଜୟ ପରିଡା ପ୍ରମୁଖ ଏହି କାର୍ଯ୍ୟକ୍ରମରେ ଯୋଗଦେଇଥିଲେ । ପଣ୍ଡିତ ଗୋପବନ୍ଧୁ ଦାଶଙ୍କୁ ମରଣତ୍ତୋର ଭାରତ ରତ୍ନ ପ୍ରଦାନ କରିବା ପାଇଁ ସ୍ଥାନୀୟ ବିଧାୟକ ଓମ୍ ପ୍ରକାଶ ମିଶ୍ରଙ୍କୁ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ପ୍ରତିନିଧିମାନେ ଦାବିପତ୍ର ପ୍ରଦାନ କରିଥିଲେ । Categories: ଓଡ଼ିଶା, କଟକ, ହୋମ୍ Related Content ହରିବୋଲ ହୁଳହୁଳିରେ ବିଛୁବାହାଲି: ପୂର୍ଣାହୁତି ପରେ ପ୍ରସାଦ ସେବନ by Proprietor Abhimanyu Maharana June 21, 2026 ନିଖିଳ ଉତ୍କଳ ବିଶ୍ବକର୍ମା ସମିତି ପକ୍ଷରୁ ଚାମେଲିଙ୍କୁ ସ୍ବାଗତ by Proprietor Abhimanyu Maharana June 21, 2026 ପବିତ୍ର ଶୀତଳ ଷଷ୍ଠୀ ଅବସରରେ କଟକର ଆରାଧ୍ୟ ଦେବତା ପ୍ରଭୁ ଶ୍ରୀ ଚହଟେଶ୍ୱରଙ୍କ ବିବାହ ଉତ୍ସବ by Proprietor Abhimanyu Maharana June 21, 2026 ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ by Proprietor Abhimanyu Maharana June 20, 2026 ଗଜପତି ଜିଲ୍ଲା ମହେନ୍ଦ୍ରଗିରି ପର୍ବତରେ ସାମୂହିକ ସ୍ବଚ୍ଛତା ଅଭିଯାନ ଅନୁଷ୍ଠିତ by Proprietor Abhimanyu Maharana June 20, 2026 ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ by Proprietor Abhimanyu Maharana June 20, 2026