୦୯ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲୁଗାଁ :-> ବାଲୁଗାଁ ମହାବିଦ୍ୟାଳୟର ମନସ୍ତତ୍ଵ ବିଭାଗ ପକ୍ଷରୁ ପ୍ରାକ୍ତନ ବିଭାଗୀୟ ମୁଖ୍ୟ ତଥା ଅଧ୍ୟକ୍ଷl ଡକ୍ଟର କଳ୍ପନା ଦାଶଙ୍କୁ ଭବ୍ୟ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି l ମହାବିଦ୍ୟାଳୟର ଅଧ୍ୟକ୍ଷ ଡକ୍ଟର ଲଷ୍ମୀଧର ସୁବୁଦ୍ଧିଙ୍କ ସଭାପତିତ୍ୱରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ମନୋବିଜ୍ଞାନ ବିଭାଗ ମୁଖ୍ୟ ଅଧ୍ୟାପିକା କ୍ରିଷ୍ଣl ସେଠୀ ଅତିଥି ପରିଚୟ ଓ ସ୍ୱାଗତ ଭାଷଣ ଦେବା ପରେ ବିଭାଗର ଛାତ୍ର ଛାତ୍ରୀମାନେ ଡକ୍ଟର କଳ୍ପନା ଦାଶ ଙ୍କର ଦୀର୍ଘ ଛତିଶ ବର୍ଷର କର୍ମମୟ ଜୀବନ,ଶିକ୍ଷାଦାନ ଶୈଳୀ,

