ଭବାନୀପାଟଣାରେ ମା ମାଣିକେଶ୍ଵରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା

ଏଥିଯୋଗୁଁ ସହରର ରାଜରାସ୍ତା ରକ୍ତ ରଞ୍ଜିତ ହୋଇଯାଇଥିଲା । ଏହି ଉପଲକ୍ଷେ ଶ୍ରଦ୍ଧାଳୁମାନେ ବିଭିନ୍ନ ଗ୍ରୁପ୍ ରେ ବାଦ୍ୟଯନ୍ତ୍ର ବଜାଇବା ସହିତ ଘଣ୍ଟନାଦ ଓ ହୁଳହୁଳିରେ ସହର ପ୍ରକମ୍ପିତ ହୋଇଥିଲା । ତେବେ ଏହି ଛତର ଯାତ୍ରାରେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ ଭକ୍ତଙ୍କ ସମାଗମ ହୋଇଥିବାରୁ ଆଇନ ଶୃଙ୍ଖଳା ରକ୍ଷା ପାଇଁ ଜିଲ୍ଲା ପୋଲିସ ପ୍ରଶାସନ ପକ୍ଷରୁ ୧୫ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଥିଲା ।
Related Content
ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ
by
Proprietor Abhimanyu Maharana
September 18, 2026
ଝାଡେଶ୍ବରୀ ମନ୍ଦିର ନିକଟ ରାସ୍ତା ଜଳାର୍ଣ୍ଣବ ପର୍ଯ୍ଯଟକ ହନ୍ତସନ୍ତ
by
Proprietor Abhimanyu Maharana
September 18, 2026
ସଂଯୁକ୍ତ ଆରବ ଏମିରଟ୍ସ (ୟୁ ଏ ଇ ) ଗସ୍ତ ସାରି ଓଡ଼ିଶା ଫେରିଲେ ମୁଖ୍ୟମନ୍ତ୍ରୀ ଓଡ଼ିଶାକୁ ଆସିବ ୨.୪୩ ଲକ୍ଷ କୋଟିର ନିବେଶ - ସୃଷ୍ଟି ହେବ ୯ ଲକ୍ଷ ନିଯୁକ୍ତି
by
Proprietor Abhimanyu Maharana
September 18, 2026
କଲରାପତରିଆ ବାଘ ଛାଲ ବିକ୍ରି ଯୋଜନା ପଣ୍ଡ : ଜଣେ ଗିରଫ - ୨ଟି କଲରାପତରିଆ ଛାଲ ଜବତ
by
Proprietor Abhimanyu Maharana
September 18, 2026
ବିଶ୍ୱକର୍ମା ପୂଜା ପାଳିତ : ଠିକାଦାର, ଶ୍ରମିକ, ଦିନମଜୁରିଆ ଓ ବସ୍ କର୍ମଚାରୀଙ୍କ ଉତ୍ସାହପୂର୍ଣ୍ଣ ସାମିଲ
by
Proprietor Abhimanyu Maharana
September 18, 2026
ଯାତ୍ରୀବାହୀ ବେଲୁନ ବସ୍ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ
by
Proprietor Abhimanyu Maharana
September 18, 2026