ଚିଙ୍ଗୁଡ଼ିଖୋଲ ଗ୍ରାମ ରେ ଆଡମ୍ବର ସହକାରେ ଦୁର୍ଗାପୂଜା ଅନୁଷ୍ଠିତ

ଗ୍ରାମବାସୀଙ୍କ ଉପସ୍ଥିତିରେ ମୁଖ୍ୟ ପୂଜକ ନବମୀ ରେ ପୂଜା କାର୍ଯ୍ୟ ଆରମ୍ଭ କରିଥିଲେ । ନବମୀରେ ମାଁ ଙ୍କ ଦର୍ଶନ ନିମନ୍ତେ ଆଖପାଖ ଅଞ୍ଚଳରୁ ଭକ୍ତଙ୍କ ସମାଗମ ଦେଖିବାକୁ ମିଳିଥିଲା । ଗ୍ରାମର ଯୁବ ଠାରୁ ଆବାଳବୃଦ୍ଧ ବନିତା ଯୋଗ ଦେଇ ଦୁର୍ଗାପୂଜା କୁ ବହୁ ଆଡମ୍ବର ସହକାରେ ପାଳନ କରିଥିଲେ । ସୂଚନା ମୁତାବକ ଗ୍ରାମରେ ୪୫ ବର୍ଷ ରୁ ଉର୍ଦ୍ଧ ସମୟ ଧରି ଗ୍ରାମବାସୀ ମନେ ଦୁର୍ଗାପୂଜା ପାଳନ କରି ଆସୁଛନ୍ତି ।
Related Content
ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ
by
Proprietor Abhimanyu Maharana
September 18, 2026
ଝାଡେଶ୍ବରୀ ମନ୍ଦିର ନିକଟ ରାସ୍ତା ଜଳାର୍ଣ୍ଣବ ପର୍ଯ୍ଯଟକ ହନ୍ତସନ୍ତ
by
Proprietor Abhimanyu Maharana
September 18, 2026
ସଂଯୁକ୍ତ ଆରବ ଏମିରଟ୍ସ (ୟୁ ଏ ଇ ) ଗସ୍ତ ସାରି ଓଡ଼ିଶା ଫେରିଲେ ମୁଖ୍ୟମନ୍ତ୍ରୀ ଓଡ଼ିଶାକୁ ଆସିବ ୨.୪୩ ଲକ୍ଷ କୋଟିର ନିବେଶ - ସୃଷ୍ଟି ହେବ ୯ ଲକ୍ଷ ନିଯୁକ୍ତି
by
Proprietor Abhimanyu Maharana
September 18, 2026
କଲରାପତରିଆ ବାଘ ଛାଲ ବିକ୍ରି ଯୋଜନା ପଣ୍ଡ : ଜଣେ ଗିରଫ - ୨ଟି କଲରାପତରିଆ ଛାଲ ଜବତ
by
Proprietor Abhimanyu Maharana
September 18, 2026
ବିଶ୍ୱକର୍ମା ପୂଜା ପାଳିତ : ଠିକାଦାର, ଶ୍ରମିକ, ଦିନମଜୁରିଆ ଓ ବସ୍ କର୍ମଚାରୀଙ୍କ ଉତ୍ସାହପୂର୍ଣ୍ଣ ସାମିଲ
by
Proprietor Abhimanyu Maharana
September 18, 2026
ଯାତ୍ରୀବାହୀ ବେଲୁନ ବସ୍ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ
by
Proprietor Abhimanyu Maharana
September 18, 2026