୧୨ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଆର, ଉଦୟଗିରି :-> ଗଜପତି ଜିଲ୍ଲା ମୋହନା ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ ହୋଇଯାଇଛି l ବ୍ଲକ ଶିକ୍ଷାଧିକାରୀ ନରେନ୍ଦ୍ର ବେହେରାଙ୍କ ଅଧ୍ୟକ୍ଷତାରେ ଶିକ୍ଷା ବିଭାଗ ଦ୍ଵାରl ଦ୍ଵାରା ସ୍ଥାନୀୟ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୂଖ୍ୟ ଅତିଥି ବିଡ଼ିଓ ରାଜୀବ ଦାସ, ସମ୍ମାନୀତ ଅତିଥି ତହସିଲଦାର ସତ୍ୟବାନ ନାୟକ ଯୋଗଦେଇ ଉଦଘାଟନ କରିଥିଲେ l ମୋହନା ବ୍ଲକର ୨୨ କ୍ଳଷ୍ଟର ରେ ଆୟୋଜିତ କ୍ଳଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ରେ କୃତି ଛାତ୍ର ଛାତ୍ରୀ ମାନେ ବିଭିନ୍ନ ପ୍ରତିଯୋଗୀତାରେ ଅଂଶଗ୍ରହଣ କରିଥିଲେ l
