ଧର୍ମପରାୟଣ ମହିଳାଙ୍କ ପରଲୋକ

୧୩ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୟାଗଡ଼  :->  ନୟାଗଡ଼ ମୁନିସିପାଲିଟି ଓ୍ବାର୍ଡ ନମ୍ବର ୧ର ଜଣେ ବିଶିଷ୍ଟ ଧର୍ମପରାୟଣ ମହିଳା ଆରତୀ ପଟ୍ଟନାୟକଙ୍କ ଦେହାନ୍ତ ହୋଇଥିବା ଜଣାପଡିଛି। ଆରତୀ ଜଣେ ମିଷ୍ଟଭାଷୀ ଓ ପରୋପକାରୀ ମହିଳା ଭାବେ ଜଣାଶୁଣା ଥିଲେ ତାଙ୍କ ବିୟୋଗରେ ଅଞ୍ଚଳରେ ଶୋକାକୁଳ ପରିବେଶ ଦେଖିବାକୁ ମିଳିଥିଲା ।

ସ୍ବର୍ଗତ ଆରତୀ ପଟ୍ଟନାୟକ ନୟାଗଡ଼ ବିଜ୍ଞାପିତ ଅଞ୍ଚଳ ର ପୂର୍ବତନ ଅଧକ୍ଷ ରୋଟାରିଆନ ସୁବୋଧ ଚନ୍ଦ୍ର ପଟ୍ଟନାୟକ ଙ୍କ ଧର୍ମପତ୍ନୀ । ମୃତ ବେଳକୁ ତାଙ୍କୁ ୬୯ ବର୍ଷ ହୋଇଥିଲା । ତାଙ୍କର ଦୁଇପୁଅ, ବୋହୁ ଓ ନାତୁଣୀ ଅଛନ୍ତି ।

Exit mobile version