Home ଓଡ଼ିଶା ବାଚସ୍ପତିଙ୍କୁ ଭେଟିଲେ ପ୍ରଧାନ ମହାଲେଖାକାର by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୧୪ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ଆଜି ବିଧାନସଭାର ମାନ୍ୟବର ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀଙ୍କୁ ଓଡ଼ିଶାର ପ୍ରଧାନ ମହାଲେଖାକାର (ପ୍ରିନ୍ସିପାଲ୍ ଆକାଉଟାଂଟ୍ ଜେନେରାଲ) ରାଜ କୁମାର ଅଗ୍ରୱାଲ୍ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ଏହି ସାକ୍ଷାତ୍କାର ଅବସରରେ ସେ ମାନ୍ୟବର ବାଚସ୍ପତିଙ୍କୁ ରାଜ୍ୟର ଆର୍ଥିକ ସ୍ଥିତି ଉପରେ ଅବଗତ କରାଇଛନ୍ତି । ଶ୍ରୀମତୀ ପାଢ଼ୀଙ୍କୁ ଭାରତ ସରକାରଙ୍କ ସିଏଜି ପକ୍ଷରୁ ପ୍ରକାଶିତ ‘ଦ କାଟାଲିଷ୍ଟ’ ପୁସ୍ତକ ମଧ୍ୟ ମହାଲେଖାକାର ପ୍ରଦାନ କରିଛନ୍ତି । ସୂଚନାଯୋଗ୍ୟ, ଏହି ପୁସ୍ତକରେ ସୁଶାସନ ବା ଗୁଡ୍ ଗଭର୍ଣ୍ଣାନ୍ସ ପ୍ରତିଷ୍ଠା ବାବଦରେ ଅନେକ ଉପାଦେୟ ତଥ୍ୟ ସନ୍ନିବିଷ୍ଟ ରହିଛି । Categories: ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍ Related Content ସତ୍ୟବାଦୀ ବ୍ଲକ ଅଧକ୍ଷ ଙ୍କ କାର୍ଯ୍ୟାଳୟ ଭଙ୍ଗାରୁଜା, ବିଜେଡି ର ଧାରଣା by Proprietor Abhimanyu Maharana October 14, 2026 ଦିଲ୍ଲୀରେ ପିତୃ ମହୋତ୍ସବ ଆୟୋଜନ by Proprietor Abhimanyu Maharana October 14, 2026 ଲବାରସିଂରେ କ୍ଲଷ୍ଟରସ୍ତରୀୟ ‘ସୁରଭି-୨୦୨୬’ ଅନୁଷ୍ଠିତ : ପ୍ରତିଭା ଦେଖାଇଲେ ଛାତ୍ରଛାତ୍ରୀ, କୃତୀ ପ୍ରତିଯୋଗୀ ପୁରସ୍କୃତ by Proprietor Abhimanyu Maharana October 14, 2026 ଚୁଡ଼ଙ୍ଗପୁର ଗ୍ରାମରେ ଆର୍ଥିକ ସାକ୍ଷରତା ଶିବିର ଅନୁଷ୍ଠିତ by Proprietor Abhimanyu Maharana October 14, 2026 ସ୍ଲୋଗ୍ : ପି. ସଇଲଙ୍ଗ ରେ ଜଙ୍ଗଲ ଅଧିକାର ପଟ୍ଟା ବଣ୍ଟନ, କମ୍ୟୁନିଟି ହଲ୍ ଉଦ୍ଘାଟିତ by Proprietor Abhimanyu Maharana October 14, 2026 ଗଜପତି ଜିଲ୍ଲା ଗୁମ୍ମା ଝାମି ଗ୍ରାମର ବିଧବା ମହିଳାଙ୍କୁ ଭତ୍ତା କରାଇଦେବା ପାଇଁ ଆଗେଇ ଆସିଲେ ଜସ୍ମିନ୍ ଶେଖ by Proprietor Abhimanyu Maharana October 14, 2026