୧୪ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) କଟକ :-> କଟକ ସଦର ଥାନା ନିକଟସ୍ଥ ସିଏମସି ୫୮ ନମ୍ବର ୱ।ର୍ଡ଼ ଡାହାଳିଆବାଗ ହରପାର୍ବତୀ ପୂଜା କମିଟି ପକ୍ଷରୁ ଶାରଦୀୟ ପୂଜା ନବମ ବର୍ଷରେ ପଦାର୍ପଣ କରିଛି । ଏହି ଉପଲକ୍ଷେ ବିଜୟା ଦଶମୀରେ ହରପାର୍ବତୀ ପୂଜା କମିଟି ପକ୍ଷରୁ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଏବଂ ଏକାଦଶୀରେ ସାଂସ୍କୃତିକ କାର୍ଯ୍ୟକ୍ରମ ମେଲୋଡି କିଙ୍ଗ ଆଣ୍ଡ କୁଇନ ଅନୁଷ୍ଠାନ ପରିବେଷଣ କରିଥିଲେ ।

