୧୬ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) କଳାହାଣ୍ଡି :-> ଏକ ଡକାୟତି ଘଟଣାରେ ଗତ ରବିବାର ରାତିରେ ଭବାନୀପାଟଣା ସଦର ଥାନା ପୁଲିସ ୪ ଜଣ ୱେବ୍ ସାମ୍ବାଦିକ ଓ ଜଣେ ବ୍ୟବସାୟୀଙ୍କୁ ଗିରଫ କରି ତଦନ୍ତ ଜାରି ରଖିଛି । ସୂଚନା ଅନୁସାରେ, ଗତ ଅକ୍ଟୋବର ୨ତାରିଖରେ କଣ୍ଟାବାଞ୍ଜିର ଜଣେ ବ୍ୟବସାୟଙ୍କୁ ଏକ ଡକାୟତ ଦଳ ଭଙ୍ଗାବାରି ନିକଟରେ ଅଟକାଇ ୨ ଲକ୍ଷ ୫୫ ହଜାର ଟଙ୍କା ଲୁଟ୍ ହୋଇଥିବା ନେଇ ସଦର ଥାନା ଆଇଆଇସି ନରେନ୍ଦ୍ର କୁମାର ପ୍ରଧାନଙ୍କ ସୂତ୍ରରୁ ପ୍ରକାଶ ।
