ଓଡ଼ିଶାରେ ୧୦,୦୯,୪୫୪ ଟି ନମୁନା ପରୀକ୍ଷା କରାଯାଇଛି । ୬୪,୫୩୩ ଜଣ ପଜିଟିଭ୍‌ ଚିହ୍ନଟ , ୪୫,୩୧୪ ଜଣ, ୩୬୨ ଜଣ ମୃତ୍ୟୁ ।

ଓଡିଶା ତାଜା ନ୍ୟୁଜ୍ (୧୮ ଅଗଷ୍ଟ ମଙ୍ଗଳବାର ) ଭୁବନେଶ୍ୱର :- ସର୍ବଶେଷ ସ୍ୱାସ୍ଥ୍ୟ ସୂଚନା – ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୧୦,୦୯,୪୫୪ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି । ବର୍ତ୍ତମାନ ସୁଦ୍ଧା ସମୁଦାୟ ୬୪,୫୩୩ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ୪୫,୩୧୪ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି ଡାକ୍ତରଖାନାରୁ ଫେରିଛନ୍ତି । ( ଆଜିର ସୁସ୍ଥ ସଂଖ୍ୟା-୧୫୩୫) ୩୬୨ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି । ସକି୍ରୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୧୮,୮୦୪ ରହିଛି । ୨୦,୩୩୯ ଜଣ ହସ୍‌ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି ।

Exit mobile version