୨୨ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୂଆଗାଁ :-> ନୂଆଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଥିବା ରାଜୀବ ଗାନ୍ଧୀ ସଦଭାବନା ଗୃହରେ ସମନ୍ୱିତ ଶିଶୁ ବିକାଶ ,ନୂଆଗାଁ ଆନୁକୂଲ୍ୟରେ ଆନ୍ତର୍ଜାତୀୟ ବାଳିକା ଦିବସ ପାଳିତ ହୋଇଯାଇଛି।ନୂଆଗାଁ ବ୍ଲକ୍ ସି ଡି ପି ଓ ଶୁଭ୍ରକେଶୀ ମଲ୍ଲିକ ଙ୍କ ତତ୍ବାବଧାରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ଅତିଥି ଭାବେ ନୂଆଗାଁ ଗ୍ରାମ ପଞ୍ଚାୟତ ସମିତି ସଭ୍ୟା ଶ୍ରଦ୍ଧାଞ୍ଜଳୀ ସାସମଲ,ବ୍ଲକ୍ ସାମାଜିକ ସୁରକ୍ଷା ଅଧିକାରିଣୀ ସ୍ଵର୍ଣ୍ଣ ସାରିକା ଜେନା,ଅତିରିକ୍ତ ବ୍ଲକ୍ ଶିକ୍ଷା ଅଧିକାରୀ ଜ୍ୟୋତ୍ସ୍ନାରାଣୀ ସେଠୀ,ଓଡ଼ିଆ ଅଧ୍ୟାପକ ବିଜୟ କୁମାର ସାହୁ,

