୨୨ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଖପ୍ରାଖୋଲ :-> ବଲାଙ୍ଗୀର ଜିଲ୍ଲା ଖପ୍ରାଖୋଲ ବ୍ଲକ୍ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଶିଶୁ ମହୋତ୍ସବ ସୁରଭୀ କାର୍ଯ୍ୟକ୍ରମ ସୋମବାର ଉଦଯାପିତ ହୋଇଯାଇଛି । ଉଦଯାପନୀ ଉତ୍ସବରେ ବ୍ଲକ୍ ଶିକ୍ଷା ଅଧିକାରୀ ଶଙ୍କର ମାଝୀ ଅଧ୍ୟକ୍ଷତା କରିଥିବା ବେଳେ ମୁଖ୍ୟ ଅତିଥି ରୂପେ ବ୍ଲକ୍ ଅଧକ୍ଷ୍ୟା ନିରୁପମା ପଟେଲ, ସମ୍ମାନିତ ଅତିଥି ରୂପେ ବିଡ଼ିଓ ବିବେକାନନ୍ଦ ଷଡ଼ଙ୍ଗୀ, ଉପମୁଖ୍ୟ ମନ୍ତ୍ରୀ ପ୍ରତିନିଧି ପଦ୍ମ କୁମାର ସିଂ ବରିହା, ସହ ଶିକ୍ଷା ଅଧିକାରୀ ରୁଦ୍ର ଦେବ ଷଡ଼ଙ୍ଗୀ,
